ଅପରାଧ

ଖୋର୍ଦ୍ଧା ରୋଡ଼ ମଣ୍ଡଳ ପକ୍ଷରୁ ୭୦ତମ ରେଳ ସେବା ପୁରସ୍କାର ସମାରୋହ-୨୦୨୫ ପାଳିତ

ଭୁବନେଶ୍ୱର:(ରାଜେନ୍ଦ୍ର ପ୍ରସାଦ ନାୟକ) ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପକ୍ଷରୁ କର୍ମଚାରୀମାନଙ୍କ ନିଷ୍ଠାପର ଉଦ୍ୟମ, ଉତ୍ସର୍ଗୀକୃତ ମନୋଭାବ ଏବଂ କଠିନ ପରିଶ୍ରମକୁ ସମ୍ମାନ ଜଣାଇ ରେଟଙ୍ଗ କଲୋନୀସ୍ଥିତ ରେଳବାଇ କଲ୍ୟାଣ ମଣ୍ଡପଠାରେ "୭୦ତମ ରେଳ ସେବା ପୁରସ୍କାର-୨୦୨୫" ଉତ୍ସବ ପାଳିତ...

ମାଓନେତା ହିଡମାର କାହାଣୀ

ମାଲକାନଗିରି:ମାଓବାଦୀ ମୁକ୍ତ ଅପରେସନରେ ଆଜି ସକାଳେ ମାଲକାନଗିରି ସୀମାନ୍ତରେ ମାଓବାଦ ବିରୋଧରେ ଦୁଇଟି ବଡ ଏନକାଉଣ୍ଟର ହୋଇଛି । ଏଥିରେ ମାଓନେତା ହିଡମା ଓ ତା’ର ସ୍ତ୍ରୀ ପ୍ରାଣ ହରାଇଛନ୍ତି ।...

ଡାହାଣୀ ସନ୍ଦେହରେ ଗୋଟିଏ ପରିବାରର ୫ଜଣଙ୍କୁ ହତ୍ୟା,

ବିହାର: ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ଗୁଣିଗାରେଡ଼ି ପାଇଁ ଜୀବନ ଯାଉଛି । ବିହାରର ପୂର୍ଣ୍ଣିଆ ଜିଲ୍ଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର 5 ଜଣଙ୍କୁ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ…

ଆଜି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଥିବା ଜଣାପଡିଛି । ସୂଚନା ଯେ, CHSE ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର...

ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଧରିଲା ଭିଜିଲାନ୍ସ…

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର ଆଣ୍ଡ ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାପଡିଛି । ସୂଚନା ଯେ, ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଭୁବନେଶ୍ବରଙ୍କ...

ଭିଜିଲାନ୍ସ ଜଳରେ ପ୍ରଦୀପ…

କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଥିବା ଜଣାପଡିଛି । ସୂଚନା ଯେ, ଭୁବନେଶ୍ୱର ଓ ଭଦ୍ରକରୁ ୩ ମହଲା କୋଠା...

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ…

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ । ଭିଜିଲାନ୍ସ ଟିମ ପକ୍ଷରୁ ଗତକାଲି ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ବିଭିନ୍ନ ଘରେ ରେଡ୍‌ କରାଯାଇଛି । ସୂଚନା ଯେ, ତହସିଲଦାରଙ୍କ...

ଆତ୍ମସମର୍ପଣ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ…

ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗତକାଲି କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ତାଙ୍କୁ ଜୁନ୍ ୫ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ।...

ନିଲମ୍ବିତ ହେଲେ ପ୍ରିଜାଇଡିଂ ଅଫିସର…

କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ...

ଖାରଜ ହୋଇଛି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି । ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ ତାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି । ଗତ ଶନିବାର (ମେ’ ୨୫...

ଭିଜିଲାନ୍ସ ଜାଲରେ ପିଇଓ…

ଭିଜିଲାନ୍ସ ଜାଲରେ ପିଇଓ । ସୂଚନା ଯେ, ଲାଞ୍ଚ ନେଇ କଳାହାଣ୍ଡି ଜିଲା ଥୁଆମୂଳ, ରାମପୁର କାଣୀଗୁମ୍ମା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସନ୍ନ୍ୟାସୀ ନାୟକ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ସୋମବାର...