Wednesday, January 22, 2025
19.2 C
Brahmapur

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ…

Share

ଆଜି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଥିବା ଜଣାପଡିଛି । ସୂଚନା ଯେ, CHSE ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର ପୈତୃକ ଘରେ ରେଡ କରାଯାଉଛି । ଭୁବନେଶ୍ୱରର କାନନ ବିହାରସ୍ଥିତ ୪ ମହଲା ଘର ସହ ସାମନ୍ତରାପୁର ଅଫିସ୍‌ରେ ଏବଂ ଜଗତସିଂହପୁରରେ କେଉପଡା ସ୍ଥିତ ତାଙ୍କ ପୈତୃକ ଘଷର ମଧ୍ୟ ରେଡ୍‌ ଚାଲିଛି । ଏହି ରେଡ୍‌ରେ ୩ ଡିଏସ୍‌ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଏଏସ୍‌ଆଇ ସାମିଲ ଥିବା ଜଣାପଡିଛି ।

Read more

Local News