ଯାମିନୀ ଷଢଙ୍ଗୀଙ୍କୁ ମିଳିଲା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ…

Share

ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ବିଜ୍ଞପ୍ତି ଜାରି କରାଯାଇଛି ।

Read more

Local News