ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୂର ସହରରେ ଇଏସଆଇ ହସ୍ପିଟାଲ ପ୍ରତିଷ୍ଠା ହେବ । ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Company
© Odisha Darpan - All Rights Reserved.