ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ୪୮,୨୦,୫୧୨ କୋଟି ଟଙ୍କା । ସେ ଫେବୃଆରୀ ୧ରେ ୪୭,୬୫,୭୬୮ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଥିଲେ । ଆଜି ସାଧାରଣ ନିର୍ବାଚନ ପରେ ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା ଉପସ୍ଥାପନ କରିଛନ୍ତି ।
Share
Read more