Saturday, April 19, 2025
32.5 C
Brahmapur

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

Share

ଭୁବନେଶ୍ୱର:ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା । ଆସନ୍ତାକାଲିଠୁ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ରାଜ୍ୟ ବିଜେପି ଅଧ୍ୟକ୍ଷ ମନମୋହନ ସାମଲ ଏନେଇ ସୂଚନା ଦେଇଛନ୍ତି ।
କାଲି ଦିନ ୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଜେପି ନଡ୍ଡା । ବିମାନବନ୍ଦରରୁ ସିଧାସଳଖ କଟକ ଗସ୍ତ କରିବେ। କଟକରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟବୀମା କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନାର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି। ୧୨ ତାରିଖରେ ପୁରୀରେ ବିଜେପି ପ୍ରଶିକ୍ଷଣ ଶିବିର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

Read more

Local News