Monday, July 13, 2026
35.9 C
Brahmapur

ବିଜୟ ଥାଲାପତିଙ୍କ ନିର୍ବାଚନୀ ଶୋଭାଯାତ୍ରା ସମୟରେ ଦଳାଚକଟା ୧୦ ମୃତ, ଅନେକ ଆହତ

Share

ତାମିଲନାଡୁ :ତାମିଲ ଅଭିନେତା ବିଜୟ ଥାଲାପତିଙ୍କ ନିର୍ବାଚନୀ ଶୋଭାଯାତ୍ରାରେ ଶନିବାର ରାତିରେ ବଡ଼ ଅଘଟଣ ଘଟିଛି। ଶୋଭାଯାତ୍ରା ସମୟରେ ଦଳାଚକଟା ପରିସ୍ଥିତି ଉପୁଜିବାରୁ ଅଣନିଶ୍ଵାସୀ ହୋଇ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୩୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ କରୁର ଜିଲାପାଳଙ୍କୁ ତୁରନ୍ତ ଘଟଣାସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିବାକୁ ନିର୍ଦେଶ ଦେଇଛନ୍ତି

Read more

Local News