ପୋଲସରା ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା “ଓଡ଼ିଆ ସାହିତ୍ୟ ପ୍ରତିଯୋଗୀତା” କାର୍ଯ୍ୟକ୍ରମ ର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ଭାଷା ଓ ସାହିତ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଛନ୍ତି। :
Share
Read more