ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପଙ୍କଳସାହି ଗ୍ରାମର ସଂକୁରୁ ହାଇସ୍କୁଲରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିବା ପ୍ରସନ୍ନ କୁମାର ଦାସ ଙ୍କ ଆକସ୍ମିକ ମୃତ୍ୟୁ ଖବର ପାଇ ଆସ୍କା ସାଂସଦ ପ୍ରମିଳା ବିଷୋୟୀ ଏବଂ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ତା – ୨୫/୦୧/୨୦୨୪
ସଂକୁରୁ ହାଇସ୍କୁଲର ଶିକ୍ଷକ ପ୍ରସନ୍ନ କୁମାର ଦାସଙ୍କ ଆକସ୍ମିକ ମୃତ୍ୟୁ ଖବର ପାଇ ଆସ୍କା ସାଂସଦ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ଓ ସମବେଦନା ଜଣାଇଛନ୍ତି
Share
Read more