ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ

Share

ଭୁବନେଶ୍ୱର:ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମାତ୍ର ୫୩ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି। ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ସୁଶାନ୍ତ ସିଂ। ଭଟଲିରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୪ରେ ବିଜେଡିରୁ ବିଧାୟକ ଥିଲେ। ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଥିଲେ।

Read more

Local News