ବ୍ରହ୍ମପୁର :ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ଆଜି ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ,ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ କାର୍ଯ୍ୟାଳୟ ଠାରେ ସୈାଜନ୍ୟମୂଳକ ସାକ୍ଷାତ କରି ବିଶ୍ୱର ଲୋକପ୍ରିୟ ନେତା ଶ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ତୈଳଚିତ୍ର (Hand Painting) ପ୍ରଦାନ କରି ଆଶିର୍ବାଦ ନେଇଛନ୍ତି ।