ବୁଗୁଡ଼ା: ବୁଦ୍ଧଖୋଲ ପ୍ରାଙ୍ଗଣରେ ” ବୁଦ୍ଧଖୋଲ ମହୋତ୍ସବ-୨୦୨୪ ” ର ପ୍ରଥମ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ,ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ,ବିଧାୟକ ସୋରଡ଼ା ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ,ବିଧାୟକ ବ୍ରହ୍ମପୁର ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା,ସାନଖେମୁଣ୍ଡି ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ,ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ଯୋଗ ଦେଇ ମହୋତ୍ସବ କୁ ଉଦଘାଟନ କରିଛନ୍ତି।ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ।
