
ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ, ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ । ଏନେଇ ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ, ଫେବ୍ରୁଆରୀ ୧୬ରେ ଯାଞ୍ଚ, ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର।