ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ କୁକୁଡ଼ାଖଣ୍ଡି ପଞ୍ଚାୟତର ପୁରୁଣା ରାମଚନ୍ଦ୍ରପୁରରେ ଲଗାଣ ବର୍ଷା ଯୋଗୁଁ ଏକ ଘର ଭୁଶୁଡ଼ି ପଡ଼ିଛି। ଘଟଣାସ୍ଥଳରେ ପ୍ରଶାସନ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ବ୍ରହ୍ମପୁର ରିପୋର୍ଟର ସୁରେଶ ବେହେରା।

Read more
Company
© Odisha Darpan - All Rights Reserved.