Thursday, July 2, 2026
36.1 C
Brahmapur

ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ” କାର୍ଯ୍ୟକ୍ରମ ନିମନ୍ତେ ଆମ ଓଡିଶା ନବୀନ ଓଡ଼ିଶା ଆୟୋଜିତ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର l

Share

ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ଶାସନପଦର ଓ ମାଣ୍ଡରାଜପୁରୁ ଗ୍ରାମପଞ୍ଚାୟତ ଠାରେ “ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ” କାର୍ଯ୍ୟକ୍ରମ ନିମନ୍ତେ ଆୟୋଜିତ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିରରେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିବା ସହିତ ଉପସ୍ଥିତ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା, ସଦସ୍ୟ, ସଦସ୍ୟା, ବ୍ଲକ୍ ଅଧ୍ୟକ୍ଷା, ଉପାଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ, ସଭ୍ୟା, ସ୍ଥାନୀୟ ଜନପ୍ରତିନିଧି, ବିଭାଗୀୟ ପଦାଧିକାରୀ, ବିଜେଡି ନେତୃବୃନ୍ଦ, କର୍ମୀ ତଥା ଗ୍ରାମବାସୀଙ୍କ ଗହଣରେ ରହି ସଭାକୁ ସମ୍ଭୋଦିତ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ “ଆମ ଓଡ଼ିଶା ତଥା ନବୀନ ଓଡ଼ିଶା ଓ ୫ ଟି” ମାଧ୍ୟମରେ ଗ୍ରାମାଞ୍ଚଳର ବନ୍ଧ, ବିଦ୍ୟାଳୟ, ମନ୍ଦିର, ପାର୍କ, କୋଠଘର ଇତ୍ୟାଦିର ରୁପାନ୍ତିକରଣ ତଥା ବିକାଶ, ନାରୀ ସଶକ୍ତିକରଣ, ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଳସେଚନ, ପିଇବା ପାଣି, ଜନ୍ମ ଠାରୁ ଆରମ୍ଭ କରି ମୃତ୍ୟୁ ଶଯ୍ୟା ତଥା ଶ୍ମଶାନ ଘାଟରେ ଅନ୍ତ୍ୟେଷ୍ଟି କ୍ରିୟା ପର୍ଯ୍ୟନ୍ତ ବହୁ ଯୋଜନା ଗୁଡିକ ଲାଗୁ କରିବା ପାଇଁ ପ୍ରାଥମିକତା ଦେଇ ଆସିଥିବାରୁ ମାନ୍ୟବର ବିଧାୟକ ଓ ଗ୍ରାମବାସୀ ମାନେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇବା ସହିତ ହାର୍ଦ୍ଧିକ କୃତଜ୍ଞତା ଜ୍ଞାପନ କରିଥିଲେ l

Read more

Local News