ପଦ୍ମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ 5t ରୂପାନ୍ତରିତ l

Share

ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଦିଗପହଣ୍ଡି ବ୍ଲକ ପଦ୍ମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ 5t ରୂପାନ୍ତରିତ ହାଇସ୍କୁଲ କୁ ଆଜି ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେନ୍ସ ମାଧ୍ୟମରେ ଲୋକାର୍ପଣ କରିଛନ୍ତି।ମାନ୍ୟବର ଅର୍ଥ ମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ପୁର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡ଼ି ସଭାପତି ଡ଼.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ,ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଏବଂ ଗଞ୍ଜାମ ଜିଲ୍ଲା ର ବିଧାୟକ ବିଧାୟିକା ଗଣ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ଜିଲ୍ଲାପାଳ ଗଞ୍ଜାମ ରେ ଯୋଗ ଦେଇଛନ୍ତି l

Read more

Local News